ଆସନ୍ତା ଅଗଷ୍ଟ ମାସ ୩ ତାରିଖ (ଶନିବାର) ଦିନ ଫାର୍ମାସିଷ୍ଟ ଓ ମଲ୍ଟିପର୍ପୋଜ ସ୍ୱାସ୍ଥ୍ୟ କର୍ମୀ (ପୁରୁ) ପଦ ପାଇଁ ଲିଖିତ ପରୀକ୍ଷା ଆୟୋଜିତ ହେବ । ମିଳତ ନିଯୁକ୍ତି ପରୀକ୍ଷା-୨୦୨୩ (୩) ଅଧିନରେ କମ୍ପ୍ୟୁଟର ବେସଡ୍ ରିକ୍ରୁଟମେଣ୍ଟ ଟେଷ୍ଟ (ସିବିଆରଟି) ଜରିଆରେ ଏହି ପରୀକ୍ଷା ହେବ । ପରୀକ୍ଷା ତାରିଖ, ଭେନ୍ୟୁ, ସମୟ, କେନ୍ଦ୍ର ବାବଦରେ ସବିଶେଷ ତଥ୍ୟ ଆଡମିଟ୍ କାର୍ଡରେ ଉଲ୍ଲେଖ ରହିବ । ପରୀକ୍ଷାର ୧୫ ଦିନ ପୂର୍ବରୁ ଆଡମିଟ୍ କାର୍ଡ ଜାରି କରାଯିବ । ଏନେଇ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସଏସଏସସି) ତରଫରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ଏଥିସହିତ ନିୟମିତ ଭାବେ ୱେବସାଇଟ୍ ଚେକ୍ କରିବାକୁ ପ୍ରାର୍ଥୀଙ୍କୁ କୁହାଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post