ଭୁବନେଶ୍ୱର : ବଦଳିଲା ଯୁକ୍ତ ଦୁଇ ସିଲାବସ ଆଉ ପରୀକ୍ଷା ପ୍ରଣାଳୀ। ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ ଦିଆଯାଇଛି। ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲବସ ଅନୁଯାୟୀ ହେବ। CBSE ବାଦ ଦେଇଥିବା ଅଧ୍ୟାୟକୁ ଆଧାର କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ କମିଟି ନୂଆ ସିଲାବସ୍ ଉପରେ ମୋହର ମାରିଛି।ଏହାସହ ଏଣିକି ୩ଟି ତ୍ରୈମାସିକ ପରୀକ୍ଷା ବଦଳରେ ୨ଟି ଇଣ୍ଟରନାଲ୍ ପରୀକ୍ଷା ହେବ। ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ କାଉନସିଲ ପରୀକ୍ଷାରୁ ୮୦% ମାର୍କ ଓ ଇଣ୍ଟରନାଲ୍ ପରୀକ୍ଷାରୁ ୨୦% ମାର୍କ ଆଧାର ରେ ଛାତ୍ର ଛାତ୍ରୀ ମାର୍କ ପାଇବେ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ କଳା ଓ ବାଣିଜ୍ୟ ବିଭାଗ ବିଷୟରେ ଶିଲାବସ୍ ପରିବର୍ତ୍ତନ ହୋଇନି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ