ଆଜି ଜାତୀୟ ଶିକ୍ଷା ସପ୍ତାହ ଅଧିନରେ କର୍ମଯୋଗୀ ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀର ଡଃ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବେ ମୋଦି। ସରକାରୀ କର୍ମଚାରୀଙ୍କ ବ୍ୟକ୍ତିଗତ ଏବଂ ସାଂଗଠନିକ ଦକ୍ଷତା ବିକାଶ ପାଇଁ 2020ରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ନ୍ୟାସନାଲ ଲର୍ଣ୍ଣିଂ ସପ୍ତାହ ବା (NLW) ଏହି ପ୍ରକାରର ସର୍ବବୃହତ କାର୍ଯ୍ୟକ୍ରମ ହେବ ଯାହା ସରକାରୀ କର୍ମଚାରୀଙ୍କ ବ୍ୟକ୍ତିଗତ ଏବଂ ସାଂଗଠନିକ ଦକ୍ଷତା ବିକାଶ ଦିଗରେ ଏକ ନୂତନ ପ୍ରୋତ୍ସାହନ ପ୍ରଦାନ କରିବ । ଏହି ପଦକ୍ଷେପ ଶିକ୍ଷା ଏବଂ ବିକାଶ ପାଇଁ ଏକ ନୂତନ ପ୍ରତିବଦ୍ଧତାକୁ ପ୍ରୋତ୍ସାହିତ କରିବ | NLWର ଲକ୍ଷ୍ୟ ହେଉଛି ସରକାରଙ୍କ ବାର୍ତ୍ତା ଗ୍ରାଉଣ୍ଡରେ ପହଞ୍ଚାଇବା, ସମସ୍ତଙ୍କୁ ଜାତୀୟ ଲକ୍ଷ୍ୟ ସହିତ ଯୋଡ଼ିବା ଏବଂ ଜୀବନବ୍ୟାପୀ ଶିକ୍ଷାକୁ ପ୍ରୋତ୍ସାହିତ କରିବ |
Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Prev Post
Next Post