ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଏଣିକି ଶନିବାର ସକାଳ ୧୦ଟାରେ ଖୋଲିବ ସ୍କୁଲ । କୋରାପୁଟ ଜିଲ୍ଲା ପାଇଁ ଏହି ନିୟମ ଲାଗୁ କରାଯାଇଛି । କୋରାପୁଟରେ ଶୀତର ଲହରି ଅଧିକ ଥିବା କାରଣରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର । କୋରାପୁଟର ସବୁ ସ୍କୁଲକୁ ଜିଲ୍ଲା ଶିକ୍ଷା ଅଧିକାରୀ ଟିଠି ଲେଖିଛନ୍ତି । ଏଣିକି ଶନିବାର ସକାଳୁଆ ସ୍କୁଲ ହେବନି ବୋଲି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ସକାଳ ପରିବର୍ତ୍ତେ ୧୦ଟାରେ ସ୍କୁଲ ଖୋଲିବ । ୨୦୨୫ ଜାନୁଆରୀ ୧୫ ଯାଏଁ ଏହି ନିଷ୍ପତ୍ତି ଲାଗୁ ହେବ ।
Trending
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ