ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଏଣିକି ଶନିବାର ସକାଳ ୧୦ଟାରେ ଖୋଲିବ ସ୍କୁଲ । କୋରାପୁଟ ଜିଲ୍ଲା ପାଇଁ ଏହି ନିୟମ ଲାଗୁ କରାଯାଇଛି । କୋରାପୁଟରେ ଶୀତର ଲହରି ଅଧିକ ଥିବା କାରଣରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର । କୋରାପୁଟର ସବୁ ସ୍କୁଲକୁ ଜିଲ୍ଲା ଶିକ୍ଷା ଅଧିକାରୀ ଟିଠି ଲେଖିଛନ୍ତି । ଏଣିକି ଶନିବାର ସକାଳୁଆ ସ୍କୁଲ ହେବନି ବୋଲି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ସକାଳ ପରିବର୍ତ୍ତେ ୧୦ଟାରେ ସ୍କୁଲ ଖୋଲିବ । ୨୦୨୫ ଜାନୁଆରୀ ୧୫ ଯାଏଁ ଏହି ନିଷ୍ପତ୍ତି ଲାଗୁ ହେବ ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ