ରେଲୱେ ବମ୍ପର ପଦବୀରେ ଭର୍ତ୍ତି । ଏଥିପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟକୁ ଯାଇ ଆବେଦନ କରିପାରିବେ। ରେଲୱେ ରିକ୍ରୁଟମେଣ୍ଟ ସେଲରେ ସାଉଥ ଇଷ୍ଟର୍ଣ୍ଣରେ ଅପାରଣ୍ଟିସ ପଦରେ ବମ୍ପର ଭର୍ତ୍ତି ହେଉଛି । ଏଥିପାଇଁ ଅଫିସିଆଲ ୱେବସାଇଟ rrcser.co.in କୁ ଯାଇ ଆବେଦନ କରିପାରିବେ । ଏହି ଭର୍ତ୍ତି ପାଇଁ ଆବେଦନ ଚାଲିଛି । ଆବେଦନ କରିବାର ଶେଷ ତାରିଖ ୨୮ ଡିସେମ୍ବର ୨୦୨୩ ରହିଛି ।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି