କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଜିଲାୱାରି ଚୂଡ଼ାନ୍ତ ତାଲିକା ସୋମବାର ପ୍ରକାଶ ପାଇଛି। କେବଳ ୩ଟି ଜିଲାକୁ ଛାଡ଼ି ବାକି ସମସ୍ତ ଜିଲାର ୱେବ୍ସାଇଟ୍ରେ ତାଲିକା ଉପଲବ୍ଧ ହୋଇଛି। ଜିଲାପାଳଙ୍କ ମୋହର ପରେ ଉକ୍ତ ୩ଟି ଜିଲାର ତାଲିକା ମଙ୍ଗଳବାର ୱେବ୍ସାଇଟରେ ପ୍ରକାଶ ପାଇବ ବୋଲି ଓ ରାଜ୍ୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)ର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ଏହାପରେ ସେମାନଙ୍କୁ ନିଯୁକ୍ତି ଦେବା ପାଇଁ ଅନଲାଇନ୍ରେ କାଉନସେଲିଂ ହେବ। କାଉନସେଲିଂ ସମ୍ପର୍କରେ ସମ୍ପୃକ୍ତ ଜିଲା ୱେବ୍ସାଇଟ ସମେତ ଓସେପା ୱେବସାଇଟରେ ବିଜ୍ଞପ୍ତି ପ୍ରକାଶ ପାଇବ। ଖାଲି ଥିବା ବିଦ୍ୟାଳୟରେ ମୋଟ ୧୮ ହଜାର ୭୮୮ ଶିକ୍ଷକ ନିଯୁକ୍ତି ପାଇଁ କାଉନସେଲିଂ କରାଯିବ।
Trending
- ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାର ୨ ଜଣଙ୍କୁ ମିିଳିବ ରାଷ୍ଟ୍ରପତି ପଦକ
- ପିପିଲି ରେ ପୁଣି ଜଳିଗଲେ ଜଣେ ମହିଳା
- ‘ହର ଘର ତ୍ରିରଙ୍ଗା” ଅଭିଯାନରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ
- ପଞ୍ଚାୟତରେ ବ୍ୟବହାର ହେବ ଏଆଇ ପ୍ରଯୁକ୍ତି
- ୨୪ ଅଙ୍ଗଦାତାଙ୍କୁ ‘ସୂରଜ ପୁରସ୍କାର’
- ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀ ଘଟଣା : ଅଧିକ ପ୍ରମାଣ ପାଇଛି କ୍ରାଇମ ବ୍ରାଞ୍ଚ
- ସରିଲା କ୍ୟାବିନେଟ୍ ବୈଠକ,୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର
- ଭାରସାମ୍ୟ ହରାଇ ଚାଷ ଜମି କୁ ଓଲଟିଲା ଓଏସ୍ଆର୍ଟିସି ବସ୍ , ୧୫ ଆହତ
- ଶ୍ରୀମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା
- ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
Prev Post