କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଜିଲାୱାରି ଚୂଡ଼ାନ୍ତ ତାଲିକା ସୋମବାର ପ୍ରକାଶ ପାଇଛି। କେବଳ ୩ଟି ଜିଲାକୁ ଛାଡ଼ି ବାକି ସମସ୍ତ ଜିଲାର ୱେବ୍ସାଇଟ୍ରେ ତାଲିକା ଉପଲବ୍ଧ ହୋଇଛି। ଜିଲାପାଳଙ୍କ ମୋହର ପରେ ଉକ୍ତ ୩ଟି ଜିଲାର ତାଲିକା ମଙ୍ଗଳବାର ୱେବ୍ସାଇଟରେ ପ୍ରକାଶ ପାଇବ ବୋଲି ଓ ରାଜ୍ୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)ର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ଏହାପରେ ସେମାନଙ୍କୁ ନିଯୁକ୍ତି ଦେବା ପାଇଁ ଅନଲାଇନ୍ରେ କାଉନସେଲିଂ ହେବ। କାଉନସେଲିଂ ସମ୍ପର୍କରେ ସମ୍ପୃକ୍ତ ଜିଲା ୱେବ୍ସାଇଟ ସମେତ ଓସେପା ୱେବସାଇଟରେ ବିଜ୍ଞପ୍ତି ପ୍ରକାଶ ପାଇବ। ଖାଲି ଥିବା ବିଦ୍ୟାଳୟରେ ମୋଟ ୧୮ ହଜାର ୭୮୮ ଶିକ୍ଷକ ନିଯୁକ୍ତି ପାଇଁ କାଉନସେଲିଂ କରାଯିବ।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post