୧୩ ତମ BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀରେ ଯୋଗଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ କହିଛନ୍ତି ଯେ, BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀ ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ମଞ୍ଚ। ସମ୍ମିଳନୀରେ ଚାରିଟି ଦେଶର ପ୍ରତିନିଧି ପ୍ରତ୍ୟକ୍ଷ ଭାବେ ଏବଂ ତିନିଟି ଦେଶର ପ୍ରତିନିଧି ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଉଛନ୍ତି।ଭାରତ ସରକାର ଏହି ଆନ୍ତର୍ଜାତିକ ସମ୍ମିଳନୀର ଆୟୋଜନ କରୁଛନ୍ତି ଏବଂ ଏଥିରେ ଶିକ୍ଷା କ୍ଷେତ୍ରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେବ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ