ସିଭିଲ ସର୍ଭିସେସ୍ ମେନ ପରୀକ୍ଷା -୨୦୨୩ ର ଫଳାଫଳ ପ୍ରକାଶ କରିଛି। ପ୍ରାଥମିକ ପରୀକ୍ଷା ଯୋଗ୍ୟତା ହାସଲ କରିଥିବା ପ୍ରାର୍ଥୀଙ୍କ ପାଇଁ ୧୫ ରୁ ୨୪ ସେପ୍ଟେମ୍ବର ମଧ୍ୟରେ ମେନ ପରୀକ୍ଷା କରାଯାଇଥିଲା।ସଫଳ ପ୍ରାର୍ଥୀଙ୍କ ରୋଲ୍ ନମ୍ବର ଆୟୋଗର ୱେବସାଇଟ୍ https://upsconline.nic.in/ ରେ ଅପଲୋଡ୍ ହୋଇଛି। ଏଥିରେ ସଫଳ ପ୍ରାର୍ଥୀମାନେ ଭାରତୀୟ ପ୍ରଶାସନିକ ସେବା, ଭାରତୀୟ ବୈଦେଶିକ ସେବା, ଭାରତୀୟ ପୋଲିସ ସେବା ଏବଂ ଅନ୍ୟାନ୍ୟ କେନ୍ଦ୍ରୀୟ ସେବା (ଗ୍ରୁପ୍ ଏ ଏବଂ ବି) ରେ ଚୟନ ହୋଇଥିବା ସାକ୍ଷାତକାରରେ ଉପସ୍ଥିତ ହେବେ।ସାକ୍ଷାତକାର ତାରିଖ ୱେବସାଇଟ୍ ମାଧ୍ୟମରେ ଖୁବ ଶୀଘ୍ର ପ୍ରକାଶ ପାଇବ ବୋଲି ଆୟୋଗ ଏକ ବିଜ୍ଞପ୍ତି ଜାରି କରିଛି। କୋର୍ଟରେ ବିଚାରାଧୀନ ମାମଲା ହେତୁ ୨୮ ଜଣ ପ୍ରାର୍ଥୀଙ୍କ ଫଳାଫଳକୁ ଅଟକାଇ ଦିଆଯାଇଛି
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post