ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡିକରେ ଦ୍ୱିତୀୟ ପର୍ଯ୍ୟାୟ ପିଜି ନାମଲେଖା ମଙ୍ଗଳବାର ୩ ତାରିଖରୁ ଆରମ୍ଭ ହେବ। ସକାଳ ୧୦ଟାରୁ ୫ ତାରିଖ ଅପରାହ୍ନ ୫ଟା ଭିତରେ ମନୋନୀତ ଛାତ୍ରୀଛାତ୍ର ନାମ ଲେଖାଇବେ। ୧୦ ତାରିଖ ଅପରାହ୍ନ ୨ଟାରେ ବଳକା ସିଟ୍ ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୨ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ୧୩ ତାରିଖ ରାତି ୯ଟା ଭିତରେ ଶିକ୍ଷାନୁଷ୍ଠାନଗୁଡ଼ିକ ଇ-ସ୍ପେସ୍ରେ ନାମଲେଖା ସମ୍ପର୍କିତ ସମସ୍ତ ତଥ୍ୟ ଅପ୍ଲୋଡ୍ କରିବେ। ଉଲ୍ଲେଖଯୋଗ୍ୟ, ଗତ ଅଗଷ୍ଟ ୨୧ରୁ ପିଜି ପ୍ରଥମ ବର୍ଷ ପାଠପଢ଼ା ଚାଲିଛି। ପ୍ରଥମ ପର୍ଯ୍ୟାୟରେ ସିଟ୍ ପୂରଣ ନ ହେବାରୁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି।
Trending
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
- ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ
- କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ
- କାଶ ସିରପର ଗୁଣବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
- ପୁଲିସ ଏସ୍ଆଇ ପରୀକ୍ଷା ଜାଲିଆତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦେଶ
- ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି
- ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ
- ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଆଜି
Next Post