ଆସନ୍ତା ଏପ୍ରିଲ ମାସ ୨୪ ତାରିଖରୁ ଲାଇଭଷ୍ଟକ ଇନ୍ସପେକ୍ଟର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ପଦର ଲିଖିତ ପରୀକ୍ଷା ଆରମ୍ଭ ହେବ । ମେ ମାସ ୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା (ସିବିଆରଇ) ମୋଡ଼ରେ ଅନୁଷ୍ଠିତ ହେବ । ଲିଖିତ ପରୀକ୍ଷାର ୧୫ ଦିନ ପୂର୍ବରୁ ଆଡମିସନ ଲେଟର ଅପଲୋଡ୍ କରାଯିବ । ସେଥିରେ ପରୀକ୍ଷା ତାରିଖ, ଭେନ୍ୟୁ, ସମୟ, ସେଣ୍ଟର ବାବଦରେ ଉଲ୍ଲେଖ କରାଯିବ ।ମୋଟ ୨୭୧୨ଟି ପଦ ପୂରଣ ପାଇଁ ଗତବର୍ଷ ଅକ୍ଟୋବର ମାସ ୨୦ ତାରିଖରେ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସଏସଏସସି) ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଅକ୍ଟୋବର ୨୦ରୁ ଏଥିପାଇଁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଅନ୍ତିମ ତାରିଖ ନଭେମ୍ବର ୨୪ରୁ ୨୭କୁ ବୃଦ୍ଧି କରାଯାଇଥିଲା ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post