ଆଜିଠାରୁ +୩ ରେ ଅନଲାଇନ ମାଧ୍ୟମରେ ନାମଲେଖା ଆରମ୍ଭ ହୋଇଯାଇଛି । ସାମ୍ସ ୱେବସାଇଟ www.samsodisha.gov.inରେ ଜୁନ ୧୭ ତାରିଖ ପର୍ଯ୍ୟନ୍ତ ଅନଲାଇନ ଫର୍ମ ଜରିଆରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ପୋର୍ଟାଲ ଆବେଦନର ସମୟ ସୀମା ରାତି ୧୧ଟା ୪୫ ମିନିଟ ପର୍ଯ୍ୟନ୍ତ ରହିଛି ।ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ଡିଗ୍ରୀ କଲେଜ ସହିତ ସଂସ୍କୃତ କଲେଜର ସ୍ନାତନ ପାଠ୍ୟକ୍ରମରେ ଓ ସେଲ୍ଫ ଫାଇନାସରେ ନାମଲେଖା ପାଇଁ ଅପରାହ୍ନା ୪ଟାରୁ ଅନଲାଇନ ଫର୍ମ ପୁରଣ କରିପାରିବେ । ଆବଦନ ସମୟରେ କୌଣସି ତୃଟି ରହିଥିଲେ ଏହା ଜୁନ୍ ୧୮ ତାରିଖରେ ସଂଶୋଧନ କରାଯାଇପାରିବ । ସେହିପରି ଜୁନ ୨୫ରେ ପ୍ରଥମ ପର୍ଯ୍ୟାୟ ତାଲିକା ପ୍ରକାଶ ପାଇବ । ଏଥିସହ ୨୬ରୁ ୨୯ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ । ଜୁଲାଇ ୫ରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ୬ରୁ ୯ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ନାମ ଲେଖାଇ ପାରିବେ ।
Trending
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
- ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
- ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ
Prev Post
Next Post