ବି.ଏଡ୍.ରେ ନାମଲେଖା ପାଇଁ ଆବେଦନ ସମୟସୀମା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ଅନୁଷ୍ଠାନ – ଏନ୍.ସି.ଇ.ଆର୍.ଟି. ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଆବେଦନର ସମୟ ସୀମା ମଇ ୩୧ ତାରିଖ ପର୍ଯ୍ୟନ୍ତ ଥିଲା ।ଛାତ୍ରଛାତ୍ରୀମାନେ ଏନ୍.ସି.ଇ.ଆର୍.ଟି. ୱେବ୍ସାଇଟ୍ www.cee.ncert.gov.ରୁ ଆବେଦନ ସଂକ୍ରାନ୍ତ ଅଧିକ ସୂଚନା ଜାଣିପାରିବେ ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ