ଏପ୍ରିଲ ୧୮କୁ ବୋର୍ଡ଼ ରେଜଲ୍ଟ ପ୍ରକାଶ ପାଇବା ନେଇ ଚର୍ଚ୍ଚା ହେଉଛି । ତେବେ ଏନେଇ ପଞ୍ଜାବ ସ୍କୁଲ ଶିକ୍ଷା ବୋର୍ଡ଼(PSEB) ପକ୍ଷରୁ କୌଣସି ଅଧିକାରିକ ସୂଚନା ଦିଆଯାଇନାହିଁ । ଚଳିତ ବର୍ଷ ଫେବୃଆରୀ ୧୩ରୁ ମାର୍ଚ୍ଚ ୬ ମଧ୍ୟରେ ଅନୁଷ୍ଠିତ ହୋଇଥିବା ପଞ୍ଜାବ ବୋର୍ଡ଼ ଦଶମ ପରୀକ୍ଷାରେ ୨ ଲକ୍ଷ ୯୭ ହଜାର ୪୮ ଜଣ ଛାତ୍ରଛାତ୍ରୀ ସାମିଲ ଥିଲେ । ଅପରପକ୍ଷରେ ଦ୍ୱାଦଶ ବୋର୍ଡ଼ ପରୀକ୍ଷା ରେଜଲ୍ଟକୁ ନେଇ ଚଝଋଈ ପକ୍ଷରୁ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ ।ସୂତ୍ରରୁ ପ୍ରକାଶ ପଞ୍ଜାବ ବୋର୍ଡ଼ ରେଜଲ୍ଟ ପ୍ରକାଶ ପାଇବାର ଗୋଟିଏ ଦିନ ପୂର୍ବରୁ PSEB ପକ୍ଷରୁ ଅଧିକାରିକ ସୂଚନା ଦିଆଯିବ । ପଞ୍ଜାବ ବୋର୍ଡ଼ ରେଜଲ୍ଟ ବିଷୟରେ ଅଧିକ ବିବରଣୀ ପାଇଁ PSEBର ଅଫିସିଆଲ ୱେବସାଇଟ୍ pseb.ac.inରେ ଅପଡେଟ୍ ଚେକ୍ କରିପାରିବେ । ତେବେ ଏକ ପ୍ରେସ୍ କନଫେରେନ୍ସ ମାଧ୍ୟମରେ ବୋର୍ଡ଼ ରେଜଲ୍ଟ ପ୍ରକାଶ କରାଯିବ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post