ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ନିଯୁକ୍ତି ପାଇଁ ଆସିଛି ବଡ଼ ସୁଯୋଗ । ବିଜ୍ଞପ୍ତି ଅନୁଯାୟୀ, ଏହି ନିଯୁକ୍ତି ଡ୍ରାଇଭ୍ ମାଧ୍ୟମରେ ମୋଟ ୧୦୭୪ ଟି ପଦବୀରେ ନିଯୁକ୍ତି ଦିଆଯିବ ।ଏହି ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନେ ନିଶ୍ଚିତ ଭାବରେ କୌଣସି ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ୧୦ + ୨ କିମ୍ବା ଅଧିକ ପାସ୍ କରିଥିବା ଆବଶ୍ୟକ ।ଦ୍ୱାଦଶ ଶ୍ରେଣୀ ଫଳାଫଳକୁ ଅପେକ୍ଷା କରିଥିବା ପ୍ରାର୍ଥୀମାନେ ଏହି ନିଯୁକ୍ତି ପାଇଁ ମଧ୍ୟ ଆବେଦନ କରିପାରିବେ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post