ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ନିଯୁକ୍ତି ପାଇଁ ଆସିଛି ବଡ଼ ସୁଯୋଗ । ବିଜ୍ଞପ୍ତି ଅନୁଯାୟୀ, ଏହି ନିଯୁକ୍ତି ଡ୍ରାଇଭ୍ ମାଧ୍ୟମରେ ମୋଟ ୧୦୭୪ ଟି ପଦବୀରେ ନିଯୁକ୍ତି ଦିଆଯିବ ।ଏହି ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନେ ନିଶ୍ଚିତ ଭାବରେ କୌଣସି ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ୧୦ + ୨ କିମ୍ବା ଅଧିକ ପାସ୍ କରିଥିବା ଆବଶ୍ୟକ ।ଦ୍ୱାଦଶ ଶ୍ରେଣୀ ଫଳାଫଳକୁ ଅପେକ୍ଷା କରିଥିବା ପ୍ରାର୍ଥୀମାନେ ଏହି ନିଯୁକ୍ତି ପାଇଁ ମଧ୍ୟ ଆବେଦନ କରିପାରିବେ ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post