ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ରବିବାର ବ୍ୟତୀତ ୭୨ଟି ଛୁଟି ଦିବସ ଥିବା ବେଳେ ୧୮୦ ଦିନ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ। ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ଵବିଦ୍ୟାଳୟ ଓ ପ୍ରତି ମହାବିଦ୍ୟାଳୟଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର କଡ଼ାକଡ଼ି ଲାଗୁ ହେବ। ଏନେଇ ମଧ୍ୟରେ ରାଜ୍ୟ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ପୂଜା ଛୁଟି ଅକ୍ଟୋବର ୨୧ରୁ ୨୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଅକ୍ଟୋବର ଶେଷ ସମ୍ମିଳନୀ କରା ସପ୍ତାହରେ ମିଡ୍ ସେମିଷ୍ଟରର ଅଡ୍ ସେମିଷ୍ଟର ପରୀକ୍ଷା ହେବାକୁ ପ୍ରକାଶ ପାଇବ ଥିବା ବେଳେ ଫେବ୍ରୁଆରି ଶେଷ ସପ୍ତାହରେ ଇଭେନ୍ ସେମିଷ୍ଟର୍ ଛାତ୍ରଛାତ୍ରୀଙ୍କ ସ ପରୀକ୍ଷା କରାଯିବ । ନଭେମ୍ବର ୧ରୁ ୧୦ ମଧ୍ଯରେ ବାର୍ଷିକ କ୍ରୀଡ଼ା/ ୫ରୁ ଜୁନ୍ ୧୯ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଡିସେମ୍ବର ୧ରୁ ୧୨ ମଧ୍ୟରେ ରାଜ୍ୟସ୍ତରୀୟ ବିଶ୍ବବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା ହେବ । ୨୦୨୪ ଜାନୁଆରି ଶେଷ ସପ୍ତାହରେ ପୁରାତନ ଛାତ୍ରଛାତ୍ରୀଙ୍କ ସମ୍ମିଳନୀ କରାଯିବ। ପରୀକ୍ଷା ସରିବାର ୪୫ ଦିନ ଭିତରେ ଫଳ ପ୍ରକାଶ ପାଇବ। ପ୍ରତି ସୋମବାରରେ ୟୁଜି ଓ ମଙ୍ଗଳବାରରେ ପିଜି ଛାତ୍ରଛାତ୍ରୀଙ୍କ ସାପ୍ତାହିକ କର୍ମଶାଳା ଆୟୋଜିତ ହେବ। ୨୦୨୪ ମେ’ ୫ରୁ ଜୁନ୍ ୧୯ ମଧ୍ୟରେ ଗ୍ରୀଷ୍ମ ଛୁଟି ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ଏକଡେମିକ୍ କ୍ୟାଲଣ୍ଡରରେ ସୂଚନା ଦିଆଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post