ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଏନ.ସି.ଇ.ଆର୍.ଟି.ର ବିଭିନ୍ନ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ଵର, ଭୋପାଳ, ଆଜ୍ ମେର, ମୈସୂର ଓ ଶିଲଂରେ ବି.ଇଡି, ଏମ.ଇଡି, ବିଏ.ବି.ଇଡି, ବି.ଏସ୍.ସି.ବି.ଇଡି, ଏମ୍.ଏସସି.ଇଡି ଆଦି ଉନ୍ନତମାନର ଶିକ୍ଷାଭିତ୍ତିକ ପାଠପଢ଼ାପାଇଁ ଆସନ୍ତା କାଲି ସର୍ବ ଭାରତୀୟ ଚୟନ ପରୀକ୍ଷା CEE-2024 ଅନୁଷ୍ଠିତ ହେଉଛି।ଚଳିତବର୍ଷ ଭାରତର 29 ସହରର 58ଟି କେନ୍ଦ୍ରରେ ସକାଳ 9ଟାରୁ 11 ପର୍ଯ୍ୟନ୍ତ ହେବାକୁଥିବା ଏହି ସାଧାରଣ ଚୟନ ପରୀକ୍ଷାପାଇଁ ସମୁଦାୟ ପରୀକ୍ଷାର୍ଥୀଙ୍କ ସଂଖ୍ୟା 19,547 । ପ୍ରକାଶ ଥାଉକି, ଚଳିତ ବର୍ଷ ପ୍ରଥମଥରପାଇଁ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ଵର ଏହି ପରୀକ୍ଷା Nodal Centre ଭାବେ ପରିଚାଳନା କରୁଛି।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post