ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଏନ.ସି.ଇ.ଆର୍.ଟି.ର ବିଭିନ୍ନ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ଵର, ଭୋପାଳ, ଆଜ୍ ମେର, ମୈସୂର ଓ ଶିଲଂରେ ବି.ଇଡି, ଏମ.ଇଡି, ବିଏ.ବି.ଇଡି, ବି.ଏସ୍.ସି.ବି.ଇଡି, ଏମ୍.ଏସସି.ଇଡି ଆଦି ଉନ୍ନତମାନର ଶିକ୍ଷାଭିତ୍ତିକ ପାଠପଢ଼ାପାଇଁ ଆସନ୍ତା କାଲି ସର୍ବ ଭାରତୀୟ ଚୟନ ପରୀକ୍ଷା CEE-2024 ଅନୁଷ୍ଠିତ ହେଉଛି।ଚଳିତବର୍ଷ ଭାରତର 29 ସହରର 58ଟି କେନ୍ଦ୍ରରେ ସକାଳ 9ଟାରୁ 11 ପର୍ଯ୍ୟନ୍ତ ହେବାକୁଥିବା ଏହି ସାଧାରଣ ଚୟନ ପରୀକ୍ଷାପାଇଁ ସମୁଦାୟ ପରୀକ୍ଷାର୍ଥୀଙ୍କ ସଂଖ୍ୟା 19,547 । ପ୍ରକାଶ ଥାଉକି, ଚଳିତ ବର୍ଷ ପ୍ରଥମଥରପାଇଁ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ଵର ଏହି ପରୀକ୍ଷା Nodal Centre ଭାବେ ପରିଚାଳନା କରୁଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post