ସୁପ୍ରିମକୋର୍ଟରେ ଶୁକ୍ରବାର ଦିନ ନୀଟ ମାମଲାକୁ ନେଇ ଶୁଣାଣି ହୋଇଛି । କୋର୍ଟ ସିବିଆଇ ଯାଞ୍ଚ ଦାବିର ପିଟିସନ ଉପରେ ନୀଟ ପରୀକ୍ଷା କରୁଥିବା ଏଜେନ୍ସି ଏନଟିଏ କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି । ଅନ୍ୟପକ୍ଷରେ ଏନଟିଏ ପକ୍ଷରୁ ଅବେଦନ କରାଯାଇଥିବା ଭିନ୍ନ-ଭିନ୍ନ ହାଇକୋର୍ଟରେ ଦାଖଲ କରାଯାଇଥିବା ଆବେଦନକୁ ନେଇ ଜବାବ ମାଗିଛନ୍ତି । କୋର୍ଟ କହିଛନ୍ତି ଯେ, ଏନଟିଏର ଜବାବ ଜାଣିବା ଆବଶ୍ୟକ ଅଟେ ।ସୁପ୍ରିମକୋର୍ଟ କହିଛନ୍ତି ଯେ, ଜବାବ ଦାଖଲ କରାଯିବା ପରେ ବର୍ତ୍ତମାନ ମାମଲାର ଆଗାମୀ ଶୁଣାଣି ୮ ଜୁଲାଇରେ କରାଯିବ । ଶୁଣାଣି ସମୟରେ ଆବେଦନକାରୀଙ୍କ ଓକିଲଙ୍କ କହିବାନୁଯାୟୀ, ଏହି ମାମଲା ୨୪ ଲକ୍ଷ ଛାତ୍ରଙ୍କ ଭବିଷ୍ୟତ ସହ ଜଡିତ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା