ଅଖିଳ ଭାରତୀୟ ଚିକିତ୍ସା ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ), ଭୁବନେଶ୍ୱର ପକ୍ଷରୁ ନିକଟରେ କିଛି ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏବେ ଆସିଛି ପୁଣି ଏକ ସୁଯୋଗ । ଜୁନିୟର ରେସିଡେଣ୍ଟସ (ନନ ଆକାଡେମିକ) ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ସାକ୍ଷାତକାର ଜରିଆରେ ଏହି ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ଅନଲାଇନ୍ (ଗୁଗଲ ଫର୍ମ) ଜରିଆରେ ପ୍ରାର୍ଥୀଙ୍କୁ ଏଥିପାଇଁ ଆବେଦନ କରିବାକୁ ପଡ଼ିବ । ଅଗଷ୍ଟ ୧୬ରୁ ଅନଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୧୬ ଆବେଦନର ଅନ୍ତିମ ତାରିଖ ରହିଛି । ଚୁକ୍ତିଭିତ୍ତିକ ଭାବେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏହି ନିଯୁକ୍ତିର ସର୍ତ୍ତାବଳୀ, ବୟସ, ଶିକ୍ଷାଗତ ଯୋଗ୍ୟତା, ବେତନ ବାବଦରେ ସବିଶେଷ ତଥ୍ୟ ଜାଣିବା ପାଇଁ ପ୍ରାର୍ଥୀମାନେ ଏମ୍ସର ଅଫିସିଆଲ ୱେବସାଇଟ https://aiimsbhubaneswar.nic.in/କୁ ପରିଦର୍ଶନ କରିପାରିବେ ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post