ଓଡିଶା ଜୁଡ଼ିସିଆଲ ସର୍ଭିସ(ଓଜେଏସ)ରେଜଲ୍ଟ। ଏଥିରେ ସୁଶ୍ରିତା ମିଶ୍ର ଟପ୍ପର ହୋଇଥିବା ଦେଖିବାକୁ ମିଳିଛି। ସେହିପରି ଦ୍ୱିତୀୟ ସ୍ଥାନରେ ନୀଲିଶା ପଟ୍ଟନାୟକ ରହିଛନ୍ତି। ଅନ୍ୟପଟେ ତୃତୀୟ ସ୍ଥାନରେ ଅନନ୍ୟା ମିଶ୍ର ସ୍ଥାନ ପାଇଛନ୍ତି। ସେହିପରି ଚତୁର୍ଥରେ ରାଣୀ ରଞ୍ଜିତା ପଟ୍ଟନାୟକ ଥିବା ବେଳେ ପଞ୍ଚମରେ ଲୋପାମୁଦ୍ରା ଆଚାର୍ଯ୍ୟ, ଷଷ୍ଠ ସ୍ଥାନରେ ହର୍ଷିତା ମିଶ୍ର, ସପ୍ତମରେ ପ୍ରଜ୍ଞା ସୁମନ ମହାପାତ୍ର ଓ ଅଷ୍ଟମରେ ଏସ ଆର ତୋଷାଳି ରହିଛନ୍ତି। ତାଲିକାର ନବମରେ ସତ୍ୟଜିତ ପାଣି ଏବଂ ଦଶମରେ ଲଳିତେନ୍ଦୁ ଦେବତା ଅଛନ୍ତି। ଆଉ ସବୁଠାରୁ ବଡ଼ କଥା ହେଉଛି ଯେ, ଏଥିରେ ଝିଅଙ୍କ ରେଜଲ୍ଟ ଏକ ସ୍ୱତନ୍ତ୍ର ରେକର୍ଡ ସୃଷ୍ଟି କରିଛି। କୃତକାର୍ଯ୍ୟ ମୋଟ୍ ୫୫ ଜଣଙ୍କ ମଧ୍ୟରେ ରହିଛନ୍ତି ୩୯ ଜଣ ଝିଅ ଥିବା ଜଣାପଡ଼ିଛି। ତେବେ ପ୍ରଥମ ଆଠଟି ସ୍ଥାନରେ କେବଳ ଝିଅ ହିଁ ରହିଥିବା ଦେଖିବାକୁ ମିଳିଛି।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post