ଭୁବନେଶ୍ୱର ପକ୍ଷରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ଆଜିଠାରୁ ପଞ୍ଜୀକରଣ ଆରମ୍ଭ ହେଉଛି । ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଏ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟରେ ୩୧୩ଟି ବ୍ଲକରେ ୩୧୪ଟି ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି । ସେହିପରି ଓଡ଼ିଶା ଖଣି ନିଗମ ଅନ୍ତର୍ଗତ ଖଣି ଅଞ୍ଚଳରେ ପାଞ୍ଚଟି ଖଣି ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି । ଏହି ସବୁ ବିଦ୍ୟାଳୟ ମାନଙ୍କରେ CBSE ଆଧାରରେ ଶିକ୍ଷାଦାନ ହେଉଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post