ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ତରଫରୁ କିଛି ପଦରେ ନିଯୁକ୍ତି ଦିଅ।।ଯିବ । ଏନେଇ ଓୟୁଏଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଆଇ)ରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୨୦ ହଜାର ଟଙ୍କା ବେତନ ପ୍ରଦାନ କରାଯିବ । ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା B.PEd / C.PEd/ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ସ୍ପୋର୍ଟ୍ସ (ଏନଆଇଏସ)ରୁ ପିଜି ଡିପ୍ଲୋମା ରହିଥିବା ଆବଶ୍ୟକ । ଏହି ନିଯୁକ୍ତି ବାବଦରେ ସବିଶେଷ ତଥ୍ୟ ଜାଣିବା ପାଇଁ ଇଚ୍ଛୁକ ପ୍ରାର୍ଥୀମାନେ https://ouat.ac.in/ ୱେବସାଇଟକୁ ପରିଦର୍ଶନ କରିପାରିବେ । ଅଗଷ୍ଟ ମାସ ୭ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କୁ ଏଥିରେ ଆବେଦନ କରିବାକୁ ପଡ଼ିବ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post