ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । କଷ୍ଟମ ବିଭାଗରେ ଖାଲିପଡିଛି ୨୯ ପଦବୀ । ଭର୍ତ୍ତି ପାଇଁ ଅଫଲାଇନ ମୋଡରେ ୩୦ ନଭେମ୍ବର ସୁଦ୍ଧା ଆବେଦନ କରନ୍ତୁ । ଏଠାରେ ଆସିଷ୍ଟାଣ୍ଟ ଏବଂ ହାବିଲଦାର ପୋଷ୍ଟ ଖାଲି ପଡିଛି । ଏହା ସମ୍ବନ୍ଧୀୟ ଅଧିକ ବିବରଣୀ ଜାଣିବା ପାଇଁ mumbaicustomszone1.gov.in କୁ ଯାଇ ଚେକ୍ କରିପାରିବେ ।ଭର୍ତ୍ତି ପାଇଁ ଟାକ୍ସ ଆସିଷ୍ଟାଣ୍ଟ ପଦବୀ ପାଇଁ ପ୍ରାର୍ଥୀ କୌଣସି ମାନ୍ୟତାପ୍ରାପ୍ତ ସଂସ୍ଥାରୁ ଗ୍ରାଜୁଏଟ ହୋଇଥିବା ଜରୁରୀ । ଏହାସହିତ କମ୍ପ୍ୟୁଟର ଜ୍ଞାନ ଥିବା ଜରୁରୀ । ସେହିପରି ହାବିଲଦାର ପଦବୀ ପାଇଁ ମାନ୍ୟତାପ୍ରାପ୍ତ ବୋର୍ଡରୁ ୧୦ମ୍ ପାସ୍ କରିଥିବା ଜରୁରୀ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post