କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅନେକ ପଦ ପାଇଁ ବିଜ୍ଞାପନ ବାହାରିଛି । ଯୋଗ୍ୟ ପ୍ରାର୍ଥୀମାନେ ଶ୍ରୀ ସଦାଶିବ କମ୍ପ୍ୟାସ ପୁରୀ, ଓଡ଼ିଶାରେ ପୋଷ୍ଟିଂ ପାଇବେ । ଆସନ୍ତା ୧୨ ତାରିଖ ଦିନ ୧୧ଟା ସମୟରେ ସାକ୍ଷାତକାର ନିଆଯିବ । ରାଜନୀତି ବିଜ୍ଞାନ, ହିନ୍ଦି ଓ ଭୂଗୋଳ ବିଷୟରେ ଅତିଥି ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯିବ । ସମସ୍ତ ବିଷୟ ପାଇଁ ୧ଟି ଲେଖାଏଁ ପଦ ଖାଲି ରହିଛି । ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିୟମ ଅନୁସାରେ ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ଧାର୍ଯ୍ୟ ହେବ । ଏ ବାବଦରେ ଅଧିକ ଜାଣିବା ପାଇଁ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟ୍ https://www.csu-puri.edu.in/କୁ ପରିଦର୍ଶନ କରି ସବିଶେଷ ତଥ୍ୟ ପାଇ ପାରିବେ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା