ଯେଉଁମାନେ ସିଆରପିଏଫ, ଏସଏସଏଫରେ କନେଷ୍ଟବଳ ଏବଂ ଆସାମ ରାଇଫଲ୍ସ ପରୀକ୍ଷା, ୨୦୨୪ରେ ରାଇଫଲମ୍ୟାନ(ଜିଡି) ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି, ସେମାନେ ଅଫିସିଆଲ ୱେବସାଇଟ ssc.nic.in କୁ ଯାଇ ନୋଟିଫିକେସନ ଚେକ୍ କରିପାରିବେ । ରେଜିଷ୍ଟ୍ରେସନ ତାରିଖ ୩୧ ଡିସେମ୍ବର ୨୦୨୩ରେ ଶେଷ ହେବ । ଅନଲାଇନ ଶୁଳ୍କ ଭରିବାର ଶେଷ ତାରିଖ ଜାନୁଆରୀ ୧, ୨୦୨୪ ରହିଛି ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post