ଆସନ୍ତାବର୍ଷ ଜାନୁଆରୀ ମାସ ୧୫ ତାରିଖ ସୁଦ୍ଧା ”ଆଦର୍ଶ ବିଦ୍ୟାଳୟ” ହେବ ବୋଲି ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟର ୩୧୪ଟି ଆଦର୍ଶ ବିଦ୍ୟାଳୟ ଏବଂ ୫ଟି ମାଇନିଂ ଆଦର୍ଶ ବିଦ୍ୟାଳୟରେ ପ୍ରବେଶିକା ପରୀକ୍ଷା ପାଇଁ ଚଳିତମାସ ୧ ତାରିଖରୁ ଆବେଦନ ପଞ୍ଜିକରଣ ପ୍ରକ୍ରିୟା ଚାଲିଛି ।ଆଦର୍ଶ ବିଦ୍ୟାଳୟ ୱେବ୍ସାଇଟରେ oav.edu.in ଇଚ୍ଛୁକ ଛାତ୍ରଛାତ୍ରୀମାନେ ଚଳିତମାସ ୨୦ ତାରିଖ ସୁଦ୍ଧା ଆବେଦନ କରିପାରିବେ । ଗଣଶିକ୍ଷା ବିଭାଗର ସୂଚନା ଅନୁସାରେ ଏପ୍ରିଲ ମାସରେ ଏହି ବିଦ୍ୟାଳୟ ମାନଙ୍କରେ ନାମଲେଖା ପ୍ରକ୍ରିୟା ଶେଷ ହେବ । ଉପଲବ୍ଧ ଥିବା ସମସ୍ତ ସିଟ୍ ମଧ୍ୟରୁ ୫୦ପ୍ରତିଶତ ସିଟ୍ ଛାତ୍ରୀମାନଙ୍କ ପାଇଁ ସଂରକ୍ଷିତ ରହିଛି। ସୂଚନା ଅନୁଯାୟୀ, ରାଜ୍ୟରେ ୧୧୭ଟି ଆଦର୍ଶ ବିଦ୍ୟାଳୟରେ ଛାତ୍ରୀନିବାସ କାର୍ଯ୍ୟକ୍ଷମ ହେଉଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post