ନ୍ୟାସନାଲ ବ୍ୟାଙ୍କ ଫର ଏଗ୍ରିକଲଚରାଲ ଆଣ୍ଡ ରୁରାଲ ଡେଭଲପମେଣ୍ଟ (ନାବାର୍ଡ) ପକ୍ଷରୁ ଏକ ଭଲ ନିଯୁକ୍ତି ସୁଯୋଗ ଆସିଛି । ଗ୍ରୁପ୍-ସି ଅଫିସ୍ ଆଟେଣ୍ଡାଣ୍ଟ ପଦବୀ ପାଇଁ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି । ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ 108 ଟି ପଦବୀ ପୂରଣ ହେବ । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀମାନେ ଅକ୍ଟୋବର 2 ତାରିଖରୁ ନେଇ 21 ଅକ୍ଟୋବର ଯାଏଁ ଆବେଦନ କରିପାରିବେ । ଅଫିସିଆଲ୍ ୱେବସାଇଟ୍ www.nabard.org କୁ ଯାଇ ଆବେଦନ କରିପାରିବେ ।ଶିକ୍ଷାଗତ ଯୋଗ୍ୟତା- ଏହି ପଦବୀ ପାଇଁ ଆବେଦନ କରିବାକୁ ପ୍ରାର୍ଥୀ ଏକ ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ଦଶମ ଶ୍ରେଣୀ ପାସ୍ କରିବା ବାଧ୍ୟତାମୂଳକ ଅଟେ । ଯୁବପିଢିଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ବୋଲି କୁହାଯାଇପାରେ । ଯେଉଁମାନେ ସରକାରୀ କ୍ଷେତ୍ରରେ ଚାକିରି କରିବାକୁ ଚାହୁଁଛନ୍ତି ସେମାନେ 10ମ ପାସ କରିଥିବା ଦରକାର ।
Trending
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
- ଆଜି ଓଡ଼ିଆ ପାଳୁଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ
- ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା,ଆଜି ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଶେଷ
Prev Post
Next Post