ଇନକମ୍ ଟ୍ୟାକ୍ସ ଡିପାର୍ଟମେଣ୍ଟ ମୁମ୍ବାଇ ଅଞ୍ଚଳର ସ୍ପୋର୍ଟସ କୋଟା ଅଧୀନରେ ଇନ୍ସପେକ୍ଟର, ଷ୍ଟେନୋଗ୍ରାଫର, ଟ୍ୟାକ୍ସ ଆସିଷ୍ଟାଣ୍ଟ ଏବଂ ଅନ୍ୟାନ୍ୟ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି । ଏହି ଅଭିଯାନ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀମାନେ ଅଫିସିଆଲ୍ ସାଇଟ୍ Incometaxmumbai.gov.inକୁ ଯାଇ ଆବେଦନ କରିପାରିବେ । ନିଯୁକ୍ତି ଡ୍ରାଇଭ ପାଇଁ ଆବେଦନ କରିବାର ଶେଷ ତାରିଖ ହେଉଛି ୧୯ ଜାନୁଆରୀ ୨୦୨୪ ।ଆୟକର ବିଭାଗ ଏହି ନିଯୁକ୍ତି ଡ୍ରାଇଭ୍ ମାଧ୍ୟମରେ ମୁମ୍ବାଇ ଅଞ୍ଚଳରେ ମୋଟ ୨୯୧ ଟି ପଦବୀ ପୂରଣ କରିବ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post