ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ୧୦,୨୮୫ଟି ହୋମ ଗାର୍ଡ ପଦରେ ନିଯୁକ୍ତି ଦିଆଯିବ । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଦ୍ୱାଦଶ ପାସ୍ କରିଥିବା ପ୍ରାର୍ଥୀମାନେ ଏହି ପଦ ପାଇଁ ଆବେଦନ କରିପାରିବେ । ଏହି ନିଯୁକ୍ତି ସମ୍ବନ୍ଧୀୟ ସବିଶେଷ ତଥ୍ୟ ପାଇବା ପାଇଁ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଅଫିସିଆଲ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଦିଲ୍ଲୀ ଡାଇରେକ୍ଟୋରେଟ୍ ଜେନେରାଲ ଅଫ୍ ହୋମ୍ ଗାର୍ଡ (ଡିଜିଏଚଜି) ପକ୍ଷରୁ ଏହି ନିଯୁକ୍ତି ସୁଯୋଗ ଆସିଥିବା ବେଳେ ଏନେଇ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି । ଜାନୁଆରୀ ମାସ ୨୪ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖରେ ସମାପ୍ତ ହେବ । ଶିକ୍ଷାଗତ ଯୋଗ୍ୟତା ଦ୍ୱାଦଶ ପାସ୍ ରହିଛି । ଏକ୍ସ-ସର୍ଭିସମେନ / ଏକ୍ସ-ସିଆରପିଏଫ କର୍ମଚାରୀଙ୍କ ପାଇଁ ଶିକ୍ଷାଗତ ଯୋଗ୍ୟତା ଦଶମ ପାସ୍ ରହିଛି ।
Trending
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
- ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର
- 6 ତାରିଖ ପ୍ରଥମ ବନ୍ୟାଜଳ ଛାଡ଼ିବ ହିରାକୁଦ
Next Post