ରାଜ୍ୟର ବ୍ରହ୍ମପୁର ବିଶ୍ୱବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀମାନେ ପ୍ରାସଙ୍ଗିକ ବିଷୟରେ ମାଷ୍ଟର ଡିଗ୍ରୀ କରିଥିବା ଆବଶ୍ୟକ । ଜୁଲାଇ ୧୦ ତାରିଖ ଆବେଦନର ଅନ୍ତିମ ତାରିଖ ରହିଛି । ଆବେଦନ କରିବା ପୂର୍ବରୁ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ଭଲ ଭାବେ ପଢ଼ିବାକୁ ପ୍ରାର୍ଥୀଙ୍କୁ ଅନୁରୋଧ ।ବଟାନୀ, କେମିଷ୍ଟ୍ରି, ଅର୍ଥନୀତି, ଇଲେକ୍ଟ୍ରୋନିକ୍ସ ସାଇନ୍ସ, ଇଂରାଜୀ, ହୋମ୍ ସାଇନ୍ସ, ଆଇ.ଆର. ଆଣ୍ଡ ପି.ଏମ, ଆଇନ, ଲିଙ୍ଗୁଇଷ୍ଟିକ୍ସ, ଗଣିତ, ମେରାଇନ ସାଇନ୍ସ (ଓସେନୋଗ୍ରାଫି), ମେରାଇନ ସାଇନ୍ସ (ବାୟୋଲୋଜି), ଓଡ଼ିଆ, ଫିଜିକ୍ସ, ଲାଇବ୍ରେରୀ ଆଣ୍ଡ ଇନଫର୍ମେସନ ସାଇନ୍ସ, ଟୁରିଜିମ ଆଣ୍ଡ ଟ୍ରାଭେଲ ଷ୍ଟଡିଜ, ପରିବେଶ ବିଜ୍ଞାନ ଆଦି ବିଭାଗରେ ପ୍ରଫେସର ପଦ ପୂରଣ ହେବ । ମୋଟ ୫୭ଟି ପଦ ଖାଲି ରହିଥିବା ବେଳେ ୧୨ଟି ପ୍ରଫେସର ପଦ, ୨୩ଟି ଆସିଷ୍ଟାଣ୍ଡ ପ୍ରଫେସର ପଦ ଓ ୨୨ଟି ଆସୋସିଏଟ୍ ପ୍ରଫେସର ପଦ ଖାଲି ରହିଛି ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ