ରାଜ୍ୟର ବ୍ରହ୍ମପୁର ବିଶ୍ୱବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀମାନେ ପ୍ରାସଙ୍ଗିକ ବିଷୟରେ ମାଷ୍ଟର ଡିଗ୍ରୀ କରିଥିବା ଆବଶ୍ୟକ । ଜୁଲାଇ ୧୦ ତାରିଖ ଆବେଦନର ଅନ୍ତିମ ତାରିଖ ରହିଛି । ଆବେଦନ କରିବା ପୂର୍ବରୁ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ଭଲ ଭାବେ ପଢ଼ିବାକୁ ପ୍ରାର୍ଥୀଙ୍କୁ ଅନୁରୋଧ ।ବଟାନୀ, କେମିଷ୍ଟ୍ରି, ଅର୍ଥନୀତି, ଇଲେକ୍ଟ୍ରୋନିକ୍ସ ସାଇନ୍ସ, ଇଂରାଜୀ, ହୋମ୍ ସାଇନ୍ସ, ଆଇ.ଆର. ଆଣ୍ଡ ପି.ଏମ, ଆଇନ, ଲିଙ୍ଗୁଇଷ୍ଟିକ୍ସ, ଗଣିତ, ମେରାଇନ ସାଇନ୍ସ (ଓସେନୋଗ୍ରାଫି), ମେରାଇନ ସାଇନ୍ସ (ବାୟୋଲୋଜି), ଓଡ଼ିଆ, ଫିଜିକ୍ସ, ଲାଇବ୍ରେରୀ ଆଣ୍ଡ ଇନଫର୍ମେସନ ସାଇନ୍ସ, ଟୁରିଜିମ ଆଣ୍ଡ ଟ୍ରାଭେଲ ଷ୍ଟଡିଜ, ପରିବେଶ ବିଜ୍ଞାନ ଆଦି ବିଭାଗରେ ପ୍ରଫେସର ପଦ ପୂରଣ ହେବ । ମୋଟ ୫୭ଟି ପଦ ଖାଲି ରହିଥିବା ବେଳେ ୧୨ଟି ପ୍ରଫେସର ପଦ, ୨୩ଟି ଆସିଷ୍ଟାଣ୍ଡ ପ୍ରଫେସର ପଦ ଓ ୨୨ଟି ଆସୋସିଏଟ୍ ପ୍ରଫେସର ପଦ ଖାଲି ରହିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ