ବ୍ୟାଙ୍କ ଅଫ ବରୋଦାରେ ଖାଲିପଡିଛି ମ୍ୟାନେଜର ପଦବୀ । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟକୁ ଯାଇ ଆବେଦନ କରିପାରିବେ । ବ୍ୟାଙ୍କରେ ଚାକିରି ଖୋଜୁଥିବା ପ୍ରାର୍ଥୀ ବିଓବିର ଖାଲିପଡିଥିବା ପଦବୀ ପାଇଁ ଆବେଦନ କରନ୍ତୁ । ଏଠାରେ ସିନିଅର ମ୍ୟାନେଜର-ଏମଏସଏମଇ ରିଲେସନସିପ ଏବଂ ରେଗୁଲର ବେସିସରେ ହେବ ।ଆବେଦନ କରିବା ପାଇଁ ସବିଶେଷ ବିବରଣୀ ଜାଣିବା ପାଇବା ଲାଗି ବ୍ୟାଙ୍କ ଅଫ ବରୋଦାର ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରିବାକୁ ହେବ । ବିଓବିର ଅଫିସିଆଲ ୱେବସାଇଟ bankofbaroda.in. ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ