ୟୁନିୟନ ବ୍ୟାଙ୍କରେ ବାହାରିଲା ନିଯୁକ୍ତି ସୁଯୋଗ । ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ କିଛି ଦିନ ପୂର୍ବରୁ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଥିଲା । ଏହି ପଦବୀଗୁଡିକ ପାଇଁ ପଞ୍ଜୀକରଣ ଦୀର୍ଘ ଦିନ ଧରି ଚାଲିଆସୁଥିଲା ଏବଂ ବର୍ତ୍ତମାନ ଆବେଦନ କରିବାର ଶେଷ ତାରିଖ ମଧ୍ୟ ଘୋଷଣା ହୋଇଥିଲା । କିନ୍ତୁ ଯେଉଁ ଆଶାୟୀମାନେ ଯୋଗ୍ୟ ବିବେଚିତ ହୋଇଥିଲେ ହେଁ ଆବେଦନରୁ ବଞ୍ଚିତ ରହିଥିଲେ, ସେମାନଙ୍କୁ ପୁଣି ସୁଯୋଗ ଦେଇ ୟୁନିୟନ୍ ବ୍ୟାଙ୍କ । ଆଜି ହିଁ ରହିଛି ଆବେଦନର ଶେଷ ତାରିଖ ।କିଭଳି ଭରିବେ ଫର୍ମ- ଏହି ନିଯୁକ୍ତି ଡ୍ରାଇଭ୍ ମାଧ୍ୟମରେ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ମୋଟ 500 ଜଣଙ୍କୁ ଚାକିରି ମିଳିବ । ଏହି ନିଯୁକ୍ତି ପାଇଁ କେବଳ ଅନଲାଇନରେ ଆବେଦନ କରିପାରିବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post