ଭାରତୀୟ ରେଳରେ ଚାକିରି କରିବାକୁ ଚାହୁଁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର । ଏଥିପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ରେଲୱେ ରିକ୍ରୁଟମେଣ୍ଟ ସେଲରେ ୱେଷ୍ଟ ସେଣ୍ଟ୍ରାଲ ରେଲୱେ ପାଇଁ ବମ୍ପର ପଦବୀରେ ଆବେଦନ ଗ୍ରହଣ କରୁଛି । ଏହି ଭର୍ତ୍ତି ଅନ୍ତର୍ଗତ ୩ ହଜାରୁ ଅଧିକ ପଦବୀ ପାଇଁ ଭର୍ତ୍ତି କରାଯିବ । ଏଥିପାଇଁ ଅନଲାଇନ ଆବେଦନ କରିପାରିବେ ପ୍ରାର୍ଥୀ । ଆବେଦନ କରିବା ପାଇଁ ୱେଷ୍ଟ ସେଣ୍ଟ୍ରାଲ ରେଲୱେ ଅଫିସିଆଲ ୱେବସାଇଟ wcr.indianrailways.gov.in କୁ ଯାଇ ଆବେଦନ କରିପାରିବେ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post