ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ମାଧ୍ୟମିକ ଶିକ୍ଷକଙ୍କ ବଦଳି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଚିଠି କରି ମାଧ୍ୟମିକ ଶିକ୍ଷା ପରିଷଦ ଅବଗତ କରିଛି । ବଦଳି ପ୍ରକ୍ରିୟା ପାଇଁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଓ ପ୍ରଧାନ ଶିକ୍ଷକ ଅନଲାଇନ ମାଧ୍ୟମରେ ଆବେଦନ କରି ପାରିବେ । ଏହି ପ୍ରକ୍ରିୟା ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଆବେଦନ ଜାରି ରହିବ । ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କ ବଦଳି ପ୍ରକ୍ରିୟା ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି । ବଦଳି ପାଇଁ ଶିକ୍ଷକ ମାନେ ଅନଲାଇନ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ । ଏହି ପ୍ରକ୍ରିୟା ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ୨୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଅନ୍ତଃଜିଲ୍ଲା ବଦଳି ପାଇଁ ଶିକ୍ଷକମାନେ ଆବେଦନ କରିପାରିବେ ବୋଲି ପରିଷଦ ପକ୍ଷରୁ ସୂଚନା ମିଳିଛି । ବଦଳି ପାଇଁ ଥିବା ନିୟମ ବିଷୟରେ ସରକାର ପୂର୍ବରୁ ଅବଗତ କରାଇଛନ୍ତି ।
Trending
- ଭାରତୀୟ ଡାକର ଡିଜିଟାଲ୍ ପରିବର୍ତ୍ତନ
- ଏମ୍ଏସ୍ ସ୍ୱାମୀନାଥନ ଶତବାର୍ଷିକୀ ଅର୍ନ୍ତଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
- ପୁଣି ଜଳିଗଲେ ଛାତ୍ରୀ: ପ୍ରେମିକ କରୁଥିଲା ବ୍ଲାକ୍ ମେଲ୍
- ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ମୃତ, 50 ନିଖୋଜ
- ଆଜି ଏନଡ଼ିଏ ସଂସଦୀୟ ଦଳ ବୈଠକ
- ବଳଙ୍ଗା ପୀଡ଼ିତାଙ୍କର ଅନ୍ତିମ ସଂସ୍କାର
- ଏଫଏମ ଛାତ୍ରୀ ଆତ୍ମଦାହ ମାମଲା, ବନ୍ଧା ହେଲେ ଦୁଇ ଛାତ୍ର
- ପାକକୁ ମୋଦୀଙ୍କ ବ୍ରହ୍ମୋସ୍ ଚେତାବନୀ , ୟୁପିରେ ନିର୍ମାଣ ହେଉଛି କ୍ଷେପଣାସ୍ତ୍ର
- ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
Prev Post
Next Post