ଚଳିତ ବର୍ଷର ଶେଷ ଚାରି ମାସ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ନିଯୁକ୍ତି କ୍ୟାଲେଣ୍ଡର ଜାରି କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ମାସରେ କେଉଁ ସବୁ ପରୀକ୍ଷା ହେବ ତା’ର ତାରିଖ ଘୋଷଣା କରାଯାଇଛି । ସେପ୍ଟେମ୍ବରରେ ୩ଟି, ଅକ୍ଟୋବରରେ ୨ଟି, ନଭେମ୍ବର-ଡିସେମ୍ବରରେ ୧୦ଟି ଏପରି ଭାବେ ୪ ମାସରେ ମୋଟ ୧୫ଟି ପରୀକ୍ଷା ଅନୁଷ୍ଠିତ ହେବ । ଏହି ପରୀକ୍ଷାଗୁଡ଼ିକ ମଧ୍ୟରେ ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ପରୀକ୍ଷା ସାମିଲ ରହିଥିବା ବେଳେ ଡକ୍ୟୁମେଣ୍ଟ ଯାଞ୍ଚ ଓ ଶାରୀରିକ ଟେଷ୍ଟକୁ ବାଦ୍ ଦିଆଯାଇଛି ।ସେପ୍ଟେମ୍ବରରେ ମିଳିତ ସ୍ନାତକ ସ୍ତରୀୟ ନିଯୁକ୍ତି ପରୀକ୍ଷା ୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷା, ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର ମୁଖ୍ୟ ଲିଖିତ ପରୀକ୍ଷା ଓ ମିଳିତ ଉଚ୍ଚ ମାଧ୍ୟମିକ ନିଯୁକ୍ତିର ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଅକ୍ଟୋବରରେ ସିଜିଏଲ ପ୍ରିଲିମିନାରୀ ପରୀକ୍ଷା, ସିଆରଇ ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post