ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ୧୦ମ ପାସ୍ କରିଥିଲେ ତୁରନ୍ତ କରନ୍ତୁ ଆବେଦନ । ସେଣ୍ଟ୍ରାଲ କୋଲ୍ଡଫିଲ୍ଡିସ ଲିମିଟେଡରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ centralcoalfields.inକୁ ଯାଇ ଆବେଦନ କରନ୍ତୁ । ଏହି ଭର୍ତ୍ତି ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି । ଆବେଦନ କରିବାର ଶେଷ ତାରିଖ ୨୩ ଡିସେମ୍ବର ୨୦୨୩ ରହିଛି ।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Prev Post
Next Post