ଓଡ଼ିଶା ହାଇକୋର୍ଟରେ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଓଡ଼ିଶା ହାଇକୋର୍ଟର ଅଫିସିଆଲ୍ ୱେବ୍ସାଇଟ୍ https://orissahighcourt.nic.in / କୁ ଯାଇ ଯାଞ୍ଚ କରିପାରିବେ। ଏନେଇ ଓଡ଼ିଶା ହାଇକୋର୍ଟ ଏକ ବିଜ୍ଞପ୍ତି ପ୍ରକାଶ କରିଛି।BA, B.Sc., B.Com ପାଶ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇପାରିବେ।ଏହି ନିଯୁକ୍ତି ମାଧ୍ୟମରେ ଜୁନିଅର ଷ୍ଟେନୋଗ୍ରାଫର ଏବଂ ଆସିଷ୍ଟାଣ୍ଟ୍ ସେକ୍ସନ୍ ଅଫିସର ପଦବୀ ପୂରଣ ହେବ। ଆପଣ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୧୮୨ଟି ପଦବୀ ପୂରଣ ହେବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post