ହେଭି ଭେଇକିଲ ଫ୍ୟାକ୍ଟ୍ରି(HVF) ରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହି ଭର୍ତ୍ତି ଅଭିଯାନ ଜରିଆରେ ଅପାରଣ୍ଟିସ ପଦବୀରେ ଭର୍ତ୍ତି କରାଯିବ । ଆବେଦନ କରିବା ପାଇଁ ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ବୋର୍ଡ ଅଫ ଅପାରଣ୍ଟିସ ଟ୍ରେନିଂର ଅଫିସିଆଲ ୱେବସାଇଟ boat-srp.com କୁ ଯାଇ ଅନଲାଇନ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ୧୬ ଡିସେମ୍ବର ୨୦୨୩ ରହିଛି ।ଏହି ଭର୍ତ୍ତି ଅଭିଯାନ ପାଇଁ ଗ୍ରାଜୁଏଟ ଅପାରଣ୍ଟିସର ୧୧୦ ପଦ, ଟେକ୍ନିସିଆନ (ଡିପ୍ଲୋମା) ୧୧୦ ଏବଂ ନନ୍ ଇଂଜିନିୟରିଂ ଗ୍ରାଜୁଏଟ ଅପାରଣ୍ଟିସର ୧୦୦ ପଦବୀରେ ଭର୍ତ୍ତି କରାଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post