ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ବଡ଼ ଖୁସି ଖବର । ଓଡ଼ିଶା ସରକାରଙ୍କ ଅଧିନରେ ୧୩୦୦ ପଦରେ ନିଯୁକ୍ତି ଦିଆଯିବ । ଏଥିପାଇଁ ଆବେଦନ କରିବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଛି । ପ୍ରାର୍ଥୀମାନେ ଅକ୍ଟୋବର ୧୫ ତାରିଖ ସୁଦ୍ଧା ଅନଲାଇନରେ ରେଜିଷ୍ଟ୍ରେସନ କରିବା ସହିତ ଓ ୨୦ ତାରିଖ ସୁଦ୍ଧା ଅନଲାଇନରେ ଆପ୍ଲିକେସନ ସବମିଟ୍ କରିପାରିବେ । ଆଶାୟୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ଏ ସମ୍ବନ୍ଧୀୟ ସବିଶେଷ ତଥ୍ୟ ପାଇ ପାରିବେ ।ଓଡ଼ିଶା ସବ-ଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନ (ଓଏସଏସଏସସି) ପକ୍ଷରୁ ୯୨୧ଟି ଲ୍ୟାବ ଟେକ୍ନିସିଆନ ପଦ ପାଇଁ ନିଯୁକ୍ତି ସୁଯୋଗ ରହିଛି । ଏଥିପାଇଁ ପ୍ରାର୍ଥୀ ଯୁକ୍ତ ଦୁଇ ବିଜ୍ଞାନ ପାସ୍ କରିବା ସହିତ ମେଡିକାଲ ଲାବୋରେଟୋରି ଟେକ୍ନୋଲୋଜିରେ ଡିପ୍ଲୋମା ପାସ୍ କରିଥିବା ଆବଶ୍ୟକ । ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ ।ସେହିପରି ଓଏସଏସଏସସି ପକ୍ଷରୁ ୩୭୮ଟି ରେଡିଓଗ୍ରାଫର ପଦ ପାଇଁ ନିଯୁକ୍ତି ସୁଯୋଗ ରହିଛି । ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧-୩୮ ମଧ୍ୟରେ ରହିବା ସହିତ ସେ ପ୍ରାସଙ୍ଗିକ ବିଭାଗରେ ଯୁକ୍ତଦୁଇ / ଡିପ୍ଲୋମା ପାସ୍ କରିଥିବା ଆବଶ୍ୟକ ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post