ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଏକକ ବାତାୟନ ଅନୁମୋଦନ କମିଟି ବୈଠକରେ ୪ହଜାର ୯୫୪କୋଟି ୨୬ଲକ୍ଷ ଟଙ୍କାର ୩୧ଟି ଶିଳ୍ପ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୨୪ହଜାର ୧୬୨ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ଆକଳନ କରାଯାଇଛି ।ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରୁ ମିଳିଥିବା ସୂଚନା ଅନୁସାରେ ଜଗତ୍ସିଂହପୁର, ବାଲେଶ୍ୱର, ରାୟଗଡା, ଢ଼େଙ୍କାନାଳ, ପୁରୀ ଆଦି ଜିଲ୍ଲାରେ ଏହିସବୁ ଶିଳ୍ପ ସ୍ଥାପନ କରାଯିବ । ୪୭୫ କୋଟି ଟଙ୍କାରେ ୧୦ଲକ୍ଷ ୯ହଜାର ୫୦୦ ମେଟ୍ରିକ୍ ଟନ୍ କ୍ଷମତାର ପ୍ୟାକେଜିଂ କଣ୍ଟେନର ଗ୍ଲାସ ଉତ୍ପାଦନ କେନ୍ଦ୍ର ହେବ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post