ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଫିଲ୍ମ ଦେଖିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି । ଯାହା ଏବେ ଏବେ ରିଲିଜ ହୋଇଛି । ଏହି ପରାମର୍ଶ ଦେବା ପାଇଁ ସେ ଏକ ଭଲ ସ୍ଥାନ ଚୟନ କରିଛନ୍ତି । ଜାମ୍ମୁ-କାଶ୍ମୀରରେ ଏକ ସଭା ଥିଲା ଏବଂ ଫିଲ୍ମର ନାମ ହେଉଛି “ଆର୍ଟିକିଲ ୩୭୦’ ।ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, “ମୁଁ ଶୁଣିଛି ଏକ ଫିଲ୍ମ ଆର୍ଟିକିଲ ୩୭୦ ରିଲିଜ ହୋଇଛି । ସେ ଫିଲ୍ମଟି ବହୁତ ଭଲ, ଏହାକୁ ଦେଖିବା ପରେ ଲୋକମାନଙ୍କୁ ସଠିକ ସୂଚନା ମିଳିବ’ । ତେବେ ଏହି ଫିଲ୍ମରେ ଏପରି କଣ ଅଛି ଯାହା ସମଗ୍ର ମିଡିଆ, ସଂସଦରେ ବିତର୍କ, ସୁପ୍ରିମକୋର୍ଟରେ ଏହି ମାମଲାର ପ୍ରକ୍ରିୟା ଏବଂ ବିଜେପି ନେତାମାନେ ଆର୍ଟିକିଲ ୩୭୦କୁ ନେଇ ପବ୍ଲିକକୁ ଜଣାଇନାହାନ୍ତି? ସେଥିପାଇଁ ଲୋକମାନଙ୍କ ମଧ୍ୟରେ ଏହି ଫିଲ୍ମ ଦେଖିବାକୁ ଏବଂ ଜାଣିବା ପାଇଁ ଉତ୍ସାହ ବଢିଛି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post