ଆଗାମୀ ଫିଲ୍ମ ପାଇଁ ଫିସ୍ ବଢେଇଛନ୍ତି ସୁପର୍ଷ୍ଟାର୍ ରଜନୀକାନ୍ତ । ସେ ଯେତିକି ଚାର୍ଜ କରିଛନ୍ତି ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଏହି ସୂଚନା ଯଦି ସତ ହୋଇଥାଏ ତେବେ ରଜନୀକାନ୍ତ ଇତିହାସ ସୃଷ୍ଟି କରିଛନ୍ତି, କାରଣ ଏହି ଫି’ ତାଙ୍କୁ ଏସିଆର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତା ଭାବରେ ପରିଣତ କରିଛି।ସୁପର୍ଷ୍ଟାର୍ ରଜନୀକାନ୍ତ ଦରବାର, ପେଟା, 2.0, ଚନ୍ଦ୍ରମୁଖୀ, ଚଳିତ ବର୍ଷ ୨୦୨୩ ମସିହାରେ ତାଙ୍କ ଫିଲ୍ମ ‘ଜେଲର’ ମୁକ୍ତିଲାଭ କରିଥିଲା, ଯାହା ବକ୍ସ ଅଫିସରେ ଏକ ବ୍ଲକବଷ୍ଟର ହୋଇଗଲା। ବର୍ତ୍ତମାନ ଖବର ଆସିଛି ଯେ ରଜନୀକାନ୍ତ ଏସିଆର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତା ହୋଇପାରିଛନ୍ତି, ଏହାର କାରଣ ହେଉଛି ଲୋକେଶ କାନଗରାଜଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ପାଇଁ ତାଙ୍କର ମହଙ୍ଗା ଫିସ୍। ଏହା ଶୁଣି ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Prev Post
Next Post