ବଲିଉଡର ହ୍ୟାଣ୍ଡସମ ହଙ୍କ ଆକ୍ଟର ଟାଇଗର ଶ୍ରଫ ଖୁବଶୀଘ୍ର ସିନେମାରେ ତାଙ୍କର ଯାଦୁ ଦେଖାଇବାକୁ ଆସୁଛନ୍ତି। ଅଭିନେତା ଖୁବଶୀଘ୍ର ରିଲିଜ ହେବାକୁ ଯାଉଥିବା ତାଙ୍କ ଆଗାମୀ ମୁଭିର ଫାଷ୍ଟ ଲୁକ ସେୟାର କରିଛନ୍ତି। ଟାଇଗରଙ୍କ ଆଗାମୀ ମୁଭିର ନାମ ହେଉଛି ‘ଗଣପଥ: ଏ ହିରୋ ଇଜ ବର୍ନ’। ମୋଷ୍ଟ ପପୁଲାର ଯୋଡି ଟାଇଗର ଏବଂ କ୍ରିତି ଏହି ଫିଲ୍ମରେ ପୁଣି ଥରେ ଏକାଠି ନଜର ଆସିବେଟାଇଗର ଏବଂ କ୍ରିତି ଏହି ଫିଲ୍ମରେ ପୁଣି ଥରେ ଏକାଠି ନଜର ଆସିବେ। ଗଣେଶ ଚତୁର୍ଥି ଅବସରରେ ଫିଲ୍ମର ନିର୍ମାତାମାନେ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ପୋଷ୍ଟର ସେୟାର କରି ଫିଲ୍ମରୁ ଟାଇଗର ଶ୍ରଫଙ୍କ ପ୍ରଥମ ଲୁକ ସେୟାର କରିଛନ୍ତି। ଏହି ମୁଭିରେ ଅମିତାଭ ବଚ୍ଚନ ମୁଖ୍ୟ ଭୂମିକାରେ ଅଭିନୟ କରିବେ ଏବଂ ଚଳିତ ବର୍ଷ ଅକ୍ଟୋବର ୨୦ରେ ଦଶହାରା ସମୟରେ ଏହା ମୁକ୍ତିଲାଭ କରିବ।ମୁଖ୍ୟ ଭୂମିକାରେ ଟାଇଗର ଶ୍ରଫ, କ୍ରିତି ସାନନ ଏବଂ ଅମିତାଭ ବଚ୍ଚନଙ୍କ ଅଭିନୀତ ଫିଲ୍ମର ର୍ନିମାତାମାନେ ଶେଷରେ ଫିଲ୍ମରେ ଟାଇଗରଙ୍କ ପ୍ରଥମ ଲୁକ ସେୟାର କରିଛନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post