ପ୍ରଥମ ଥର ପାଇଁ ବଡ ପରଦାରେ ନଜର ଆସିଛି ହ୍ରିତିକ-ଦୀପିକାଙ୍କ ଯୋଡି । ଏହି ଯୋଡିକୁ ଫ୍ୟାନ୍ସମାନେ ଖୁବ ପସନ୍ଦ କରୁଛନ୍ତି । ନିକଟରେ ଏହି ଫିଲ୍ମର ଦ୍ଵିତୀୟ ଗୀତ ‘ଇସ୍କ ଜୈସା କୁଛ’ ରିଲିଜ ହୋଇଛି । ଏହା ଏକ ରୋମାଣ୍ଟିକ ଟ୍ରାକ ।ଏହି ଗୀତରେ ହ୍ରିତିକ-ଦୀପିକାଙ୍କ ମଧ୍ୟରେ ଦମଦାର କେମେଷ୍ଟ୍ରି ସହ ରୋମାନ୍ସ ଦେଖିବାକୁ ମିଳିଛି । ଯାହାପରେ ହ୍ରିତିକ-ଦୀପିକାଙ୍କ ପାଇଁ ଫ୍ୟାନ୍ସମାନେ ଦିୱାନା ହୋଇଯାଇଛନ୍ତି । ରିଲିଜ ହେବା ମାତ୍ରେ ହି ଇଣ୍ଟରନେଟରେ ହଇଚଇ ସୃଷ୍ଟି କରିଛି ଏହି ଗୀତ । ଏହି ଗୀତକୁ ବିଶାଲ-ଶେଖର, ମେଲୋ-ଡି ଏବଂ ଶିଳ୍ପା ରାଓ ଗାଇଥିବାବେଳେ ବିଶାଲ-ଶେଖର ଏହାକୁ କମ୍ପଜୋ କରିଛନ୍ତି । ଆସନ୍ତା ଜାନୁଆରୀ ୨୫, ୨୦୨୪ରେ ଫିଲ୍ମ ‘ଫାଇଟର’ ସିନେମା ହଲରେ ରିଲିଜ ହେବ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Next Post