ବଲିଉଡ଼ ଅଭିନେତା ହ୍ରିତିକ୍ ରୋଶନ ଓ ଅଭିନେତ୍ରୀ ଦୀପିକା ପାଦୁକୋନ ଅଭିନୀତ ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଫାଇଟର’ର ଟିଜର ଶୁକ୍ରବାର ରିଲିଜ୍ ହୋଇଛି। ଟିଜରରେ ଜବରଦସ୍ତ ଆକ୍ସନ ଦୃଶ୍ୟ ଦେଖିବାକୁ ମିଳିଛି। ଟିଜର ଦେଖିବା ପରେ ଫିଲ୍ମକୁ ନେଇ ସିନେପ୍ରେମୀଙ୍କ ଉତ୍ସାହ ଦୁଇଗୁଣିତ ହୋଇଯାଇଛି। ଦର୍ଶକ ଟିଜରକୁ ନେଇ ବେଶ୍ ସକରାତ୍ମକ ପ୍ରତିକ୍ରିୟା ଦେଉଥିବା ଦେଖିବାକୁ ମିଳିଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post