ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଆଧାରିତ ଚଳଚ୍ଚିତ୍ର ‘ମେଁ ଅଟଳ ହୁଁ’ ଆସନ୍ତା ବର୍ଷ ଜାନୁଆରି ୧୯ ତାରିଖରେ ବଡ଼ ପରଦାରେ ମୁକ୍ତିଲାଭ କରିବ। ଜାତୀୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ଅଭିନେତା ପଙ୍କଜ ଏଥିରେ ମୁଖ୍ୟ ଚରିତ୍ର (ଅଟଳଙ୍କ ଭୂମିକା)ରେ ଅଭିନୟ କରିଛନ୍ତି।ସାମାଜିକ ଗଣମାଧ୍ୟମ ‘ଇନ୍ଷ୍ଟାଗ୍ରାମ୍’ରେ ପଙ୍କଜ ଏହି ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ରର ନୂଆ ପୋଷ୍ଟର୍ ଉନ୍ମୋଚନ କରିଛନ୍ତି ଯେଉଁଥିରେ ଉଲ୍ଲେଖ ରହିଛି, “ସୁନାର ହୃଦୟ, ଲୌହ ମାନବ। ଜଣେ କବି ଯିଏ ଭାରତର ନୂଆ ଇତିହାସ ରଚିଥିଲେ। ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ କାହାଣୀ ‘ମେଁ ଅଟଳ ହୁଁ’ ଦେଖନ୍ତୁ ୨୦୨୪ ଜାନୁଆରି ୧୯ ତାରିଖରେ।’
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post